ଅନୁଗୁଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ଲକ ସମସ୍ୟା ବିଷୟରେ ସମୀକ୍ଷା କରାଯିବା ସହ ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ପାଣି ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ସମ୍ବଲପୁର ସାଂସଦଙ୍କ ପ୍ରତିନିଧି, ଆଠମଲ୍ଲିକ ବିଧାୟକଙ୍କ ପ୍ରତିନିଧି, ଅନୁଗୁଳ ବିଡ଼ିଓ, ବ୍ଲକ ଅଧକ୍ଷା ରାଜଶ୍ରୀ ସାହୁ, ବ୍ଲକ ଉପାଧ୍ୟକ୍ଷ , ବିଦ୍ୟୁତ ବିଭାଗ ଏବଂ ସମସ୍ତ ସରପଞ୍ଚ ଓ ସମିତି ସଭ୍ୟସଭ୍ୟା ଏବଂ ବ୍ଲକ ର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ବ୍ୟୁରୋ ରିପୋର୍ଟ ଅନୁଗୁଳ ଏକ୍ସପ୍ରେସ

Leave a Reply

Your email address will not be published. Required fields are marked *

Follow by Email
Instagram
WhatsApp